ମୀଖା 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେମାନେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଢାମ୍ପିବେ; କାରଣ ପରମେଶ୍ଵରଙ୍କଠାରୁ କୌଣସି ଉତ୍ତର ନାହିଁ। Ver Capítuloଓଡିଆ ବାଇବେଲ7 ପୁଣି, ଦର୍ଶକମାନେ ଲଜ୍ଜିତ ଓ ମନ୍ତ୍ରବେତ୍ତାମାନେ ଉଦ୍ବିଗ୍ନ ହେବେ; ହଁ, ସେ ସମସ୍ତେ ଆପଣା ଆପଣା ଓଷ୍ଠାଧର ଘୋଡ଼ାଇବେ; କାରଣ ପରମେଶ୍ୱରଙ୍କଠାରୁ କୌଣସି ଉତ୍ତର ନାହିଁ। Ver Capítuloପବିତ୍ର ବାଇବଲ7 ଆଉ ସେହି ଦର୍ଶକମାନେ ଲଜ୍ଜିତ ହେବେ ଏବଂ ମନ୍ତ୍ରଜ୍ଞମାନେ ଉଦ୍ବିଗ୍ନ ହେବେ। ସେମାନେ କିଛି କହି ପାରିବେ ନାହିଁ କାରଣ ପରମେଶ୍ୱର ତାଙ୍କୁ କୌଣସି ଉତ୍ତର ଦେବେ ନାହିଁ।” Ver Capítulo |