ମୀଖା 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ। Ver Capítuloପବିତ୍ର ବାଇବଲ (Re-edited) - (BSI)17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ। Ver Capítuloଓଡିଆ ବାଇବେଲ17 ସେମାନେ ସର୍ପ ପରି ଧୂଳି ଚାଟିବେ; ସେମାନେ କମ୍ପି କମ୍ପି ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ନ୍ୟାୟ ଆପଣା ଆପଣା ଗୋପନୀୟ ସ୍ଥାନରୁ ବାହାର ହୋଇ ଆସିବେ; ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ଆସିବେ ଓ ତୁମ୍ଭ ସକାଶୁ ଭୀତ ହେବେ। Ver Capítuloପବିତ୍ର ବାଇବଲ17 ସେମାନେ ସର୍ପ ପରି ଧୂଳି ଗ୍ଭଟିବେ। ସେମାନେ ଭୟରେ କମ୍ପିତ ହେବେ। ଆଉ ସେମାନେ କୀଟମାନଙ୍କ ପରି ସେମାନଙ୍କର ଗର୍ତ୍ତରୁ ବାହାରି ଗୁରୁଣ୍ତି ଗୁରୁଣ୍ତି ଗ୍ଭଲିବେ। ଶେଷରେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କ ନିକଟକୁ ଆସିବେ ଏବଂ ଭୟର ସହିତ ସମ୍ମାନ ଜଣାଇବେ। Ver Capítulo |