ମୀଖା 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତି ସ୍ୱରୂପ ହେବେ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ଵରୂପ ହେବେ। Ver Capítuloଓଡିଆ ବାଇବେଲ8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ। Ver Capítuloପବିତ୍ର ବାଇବଲ8 ହେ ମୋର ଶତ୍ରୁ ମୋର ପତନରେ ପରିହାସ କର ନାହିଁ। ମୁଁ ପୁନର୍ବାର ଉଠିବି। ମୁଁ ଅନ୍ଧକାରରେ ଥିଲେ ମଧ୍ୟ ସଦାପ୍ରଭୁ ମୋ’ ପାଇଁ ଆଲୋକ ହେବେ। Ver Capítulo |