ମୀଖା 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି। Ver Capítuloପବିତ୍ର ବାଇବଲ (Re-edited) - (BSI)9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋʼ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି। Ver Capítuloଓଡିଆ ବାଇବେଲ9 ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି, ଏଥିପାଇଁ ଯେପର୍ଯ୍ୟନ୍ତ ସେ ମୋ’ ବିବାଦର ସପକ୍ଷବାଦୀ ହୋଇ ମୋର ବିଚାର ନିଷ୍ପତ୍ତି ନ କରନ୍ତି, ସେପର୍ଯ୍ୟନ୍ତ ମୁଁ ତାହାଙ୍କ କ୍ରୋଧରୂପ ଭାର ବହନ କରିବି; ସେ ମୋତେ ବାହାର କରି ଆଲୁଅକୁ ଆଣିବେ ଓ ମୁଁ ତାହାଙ୍କର ଧାର୍ମିକତା ଦେଖିବି। Ver Capítuloପବିତ୍ର ବାଇବଲ9 ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପାପ କରିଥିଲି, ତେଣୁ ସଦାପ୍ରଭୁ ମୋ’ ଉପରେ କ୍ରୋଧାନ୍ୱିତ ହୋଇଥିଲେ। ମାତ୍ର ସେ ମୋ’ ପାଇଁ ଯୁକ୍ତି ବାଢ଼ିବେ ଏବଂ ମୋ’ ପାଇଁ ନ୍ୟାୟ ବିଗ୍ଭର କରିବେ। ସେ ମୋତେ ଆଲୋକକୁ ଆଣିବେ ଓ ମୁଁ ତାଙ୍କର ଧାର୍ମିକତା ଦେଖିବି। Ver Capítulo |