ଗଣନା ପୁସ୍ତକ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ। Ver Capítuloପବିତ୍ର ବାଇବଲ (Re-edited) - (BSI)9 ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ। Ver Capítuloଓଡିଆ ବାଇବେଲ9 ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ। Ver Capítuloପବିତ୍ର ବାଇବଲ9 “ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ ଶତ୍ରୁମାନଙ୍କ ବିପକ୍ଷରେ ଯୁଦ୍ଧ କରିବାକୁ ଯାଉଛ, ତୁମ୍ଭେମାନେ ତୂରୀରେ ରଣବାଦ୍ୟ ବଜାଇବା ଉଚିତ୍। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭଙ୍କୁ ମନେ କରିବେ ଓ ତୁମ୍ଭମାନଙ୍କୁ ଆପଣା ଶତ୍ରୁଗଣଠାରୁ ରକ୍ଷା କରିବେ। Ver Capítulo |