La Biblia Online

- Anuncios -




ଗଣନା ପୁସ୍ତକ 11:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରିତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁତ।

Ver Capítulo Copiar

ଓଡିଆ ବାଇବେଲ

20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।

Ver Capítulo Copiar

ପବିତ୍ର ବାଇବଲ

20 ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?‌’”

Ver Capítulo Copiar




ଗଣନା ପୁସ୍ତକ 11:20

Síguenos en:

Anuncios


Anuncios