ଗଣନା ପୁସ୍ତକ 11:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।” Ver Capítuloପବିତ୍ର ବାଇବଲ (Re-edited) - (BSI)23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ। Ver Capítuloଓଡିଆ ବାଇବେଲ23 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସଦାପ୍ରଭୁଙ୍କର ହସ୍ତ କି ସଙ୍କୁଚିତ ହୋଇଅଛି ? ତୁମ୍ଭ ପ୍ରତି ଆମ୍ଭର ବାକ୍ୟ ସଫଳ ହେବ କି ନାହିଁ, ତୁମ୍ଭେ ଏବେ ତାହା ଦେଖିବ।” Ver Capítuloପବିତ୍ର ବାଇବଲ23 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “କ’ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭେମାନେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ୟ ତୁମ୍ଭ ପ୍ରତି ସତ ହେବ।” Ver Capítulo |