ଗଣନା ପୁସ୍ତକ 11:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହୁଁ ଜଣେ ଯୁବା ଦୌଡ଼ିଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।” Ver Capítuloପବିତ୍ର ବାଇବଲ (Re-edited) - (BSI)27 ତହୁଁ ଜଣେ ଯୁବା ଦୌଡ଼ି ଯାଇ ମୋଶାଙ୍କୁ କହିଲା, ଇଲଦଦ୍ ଓ ମେଦଦ୍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି। Ver Capítuloଓଡିଆ ବାଇବେଲ27 ତହୁଁ ଜଣେ ଯୁବା ଦୌଡ଼ି ଯାଇ ମୋଶାଙ୍କୁ କହିଲା, ଇଲଦଦ୍ ଓ ମେଦଦ୍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି। Ver Capítuloପବିତ୍ର ବାଇବଲ27 ତହୁଁ ଜଣେ ଯୁବକ ଦୌଡ଼ି ଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ଭିତରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର କରୁଅଛନ୍ତି।” Ver Capítulo |