ଗଣନା ପୁସ୍ତକ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ, Ver Capítuloପବିତ୍ର ବାଇବଲ (Re-edited) - (BSI)8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯେବେ ଗୋବତ୍ସ ପ୍ରସ୍ତୁତ କରିବ, Ver Capítuloଓଡିଆ ବାଇବେଲ8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ, Ver Capítuloପବିତ୍ର ବାଇବଲ8 “ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଅବା ମାନସିକ ପୂରଣାର୍ଥକ ବଳି ନିମନ୍ତେ କିମ୍ବା ମଙ୍ଗଳାର୍ଥକ ଉପହାର ନିମନ୍ତେ ଯେବେ ଗୋବତ୍ସ ଉତ୍ସର୍ଗ କର, Ver Capítulo |