ଗଣନା ପୁସ୍ତକ 16:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହାସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ। Ver Capítuloପବିତ୍ର ବାଇବଲ (Re-edited) - (BSI)28 ତହୁଁ ମୋଶା କହିଲେ, ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ। Ver Capítuloଓଡିଆ ବାଇବେଲ28 ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।” Ver Capítuloପବିତ୍ର ବାଇବଲ28 ତା'ପରେ ମୋଶା କହିଲେ, “ମୁଁ ତୁମ୍ଭମାନଙ୍କୁ ପ୍ରମାଣ ଦେବି ଯେ ସଦାପ୍ରଭୁ ମୋତେ ଏସବୁ କରିବା ପାଇଁ ପଠାଇ ଅଛନ୍ତି, ମୁଁ ନିଜ ମନରୁ କିଛି କରୁ ନାହିଁ ବୋଲି ତୁମ୍ଭେମାନେ ଜାଣିବ। Ver Capítulo |