ଗଣନା ପୁସ୍ତକ 20:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।” Ver Capítuloପବିତ୍ର ବାଇବଲ (Re-edited) - (BSI)20 ତହୁଁ ସେ କହିଲେ, ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ। Ver Capítuloଓଡିଆ ବାଇବେଲ20 ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।” Ver Capítuloପବିତ୍ର ବାଇବଲ20 ମାତ୍ର ଇଦୋମ ପୁନର୍ବାର ଉତ୍ତର ଦେଲେ, “ନା!” ତା'ପରେ ଇଦୋମ ଏକ ଶକ୍ତିଶାଳୀ ସୈନ୍ୟବାହିନୀ ନେଇ ଇସ୍ରାଏଲ ବିରୁଦ୍ଧରେ ଲଢ଼ିବାକୁ ବାହାରିଲେ। Ver Capítulo |