ଗଣନା ପୁସ୍ତକ 3:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମସଂଖ୍ୟା କର। Ver Capítuloପବିତ୍ର ବାଇବଲ (Re-edited) - (BSI)40 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମସଂଖ୍ୟା କର। Ver Capítuloଓଡିଆ ବାଇବେଲ40 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମ ସଂଖ୍ୟା କର।” Ver Capítuloପବିତ୍ର ବାଇବଲ40 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲର ପ୍ରଥମଜାତ ପୁରୁଷ ଲୋକମାନଙ୍କର ଏକ ମାସର ଅଧିକ ବୟସ୍କ ସମସ୍ତ ଗଣନା କର ଓ ସେମାନଙ୍କର ନାମ ତାଲିକା କର। Ver Capítulo |