ଗଣନା ପୁସ୍ତକ 5:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ଵଳିଲେ, ସେ ସେହି ସ୍ତ୍ରୀକି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ। Ver Capítuloଓଡିଆ ବାଇବେଲ30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ। Ver Capítuloପବିତ୍ର ବାଇବଲ30 ଯଦି ଜଣେ ମନୁଷ୍ୟ ଏହି ବିଷୟରେ ତା'ର ସ୍ତ୍ରୀକୁ ସନ୍ଦେହ କରେ, ସେ ସେହି ସ୍ତ୍ରୀ କି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ। Ver Capítulo |