ଫିଲୀମନ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ହୋଇପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା; Ver Capítuloପବିତ୍ର ବାଇବଲ (Re-edited) - (BSI)15 କାରଣ ହୋଇ ପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ଵରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ଵରୂପେ ଚିରକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା; Ver Capítuloଓଡିଆ ବାଇବେଲ15 କାରଣ ହୋଇ ପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା; Ver Capítuloପବିତ୍ର ବାଇବଲ (CL) NT (BSI)15 ହୁଏତ ଚିରଦିନ ତୁମର ହୋଇ ରହିବ ବୋଲି, ଅନୀସିମସ୍ କିଛି ଦିନ ତୁମକୁ ଛାଡ଼ି ଚାଲି ଯାଇଥିଲା। Ver Capítuloପବିତ୍ର ବାଇବଲ15 ଅନୀସିମ କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପାରେ ଯଦ୍ଦ୍ୱାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହୋଇପାରିବ। Ver Capítulo |