ଫିଲୀମନ 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି। Ver Capítuloପବିତ୍ର ବାଇବଲ (Re-edited) - (BSI)22 ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ଵାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି। Ver Capítuloଓଡିଆ ବାଇବେଲ22 ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି । Ver Capítuloପବିତ୍ର ବାଇବଲ (CL) NT (BSI)22 ଏହା ସହିତ ମୋର ଆଉ ଏକ ଅନୁରୋଧ, ସେଠାରେ ମୋ’ ପାଇଁ ଗୋଟିଏ କୋଠରୀ ପ୍ରସ୍ତୁତ କରି ରଖ। ମୋର ବିଶ୍ୱାସ, ତୁମ ପ୍ରାର୍ଥନା ଫଳରେ ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି। Ver Capítuloପବିତ୍ର ବାଇବଲ22 ମୋ’ ରହିବା ପାଇଁ ଗୋଟିଏ ବଖରା ମଧ୍ୟ ପ୍ରସ୍ତୁତ କର। ମୁଁ ଆଶାକରେ ଯେ ପରମେଶ୍ୱର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ଯିବାକୁ ସମର୍ଥ ହୋଇ ପାରିବି। Ver Capítulo |