ଫିଲୀମନ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି, Ver Capítuloପବିତ୍ର ବାଇବଲ (Re-edited) - (BSI)5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି, Ver Capítuloଓଡିଆ ବାଇବେଲ5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି, Ver Capítuloପବିତ୍ର ବାଇବଲ (CL) NT (BSI)5 କାରଣ ମୁଁ ଶୁଣିଛି, ପ୍ରଭୁ ଯୀଶୁଙ୍କଠାରେ ତୁମର କେଡ଼େ ବିଶ୍ୱାସ ଓ ଈଶ୍ୱରପରାୟଣ ଲୋକମାନଙ୍କ ପ୍ରତି ତୁମର କେତେ ପ୍ରେମ! Ver Capítuloପବିତ୍ର ବାଇବଲ5 ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକମାନଙ୍କ ପ୍ରତି ତୁମ୍ଭର ପ୍ରେମ ଓ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ବିଷୟରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସେହି ପ୍ରେମ ଓ ବିଶ୍ୱାସ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। Ver Capítulo |