ଫିଲିପୀୟ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଉଦ୍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି। Ver Capítuloପବିତ୍ର ବାଇବଲ (Re-edited) - (BSI)6 ଉଦ୍ଯୋଗ ସମ୍ଵନ୍ଧରେ ମଣ୍ତଳୀର ଜଣେ ତାଡ଼ନାକାରୀ, ପୁଣି ବ୍ୟବସ୍ଥାଗତ ଧାର୍ମିକତା ସମ୍ଵନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି। Ver Capítuloଓଡିଆ ବାଇବେଲ6 ଉଦ୍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି । Ver Capítuloପବିତ୍ର ବାଇବଲ (CL) NT (BSI)6 ଏବଂ ମୋର ନିଷ୍ଠାପରତା ହେତୁ ମୁଁ ଖ୍ରୀଷ୍ଟୀୟ ମଣ୍ଡଳୀକୁ ଉତ୍ପୀଡ଼ନ କଲି। ବ୍ୟବସ୍ଥାର ଆଜ୍ଞା ପାଳନ ଦ୍ୱାରା ଯଦି ମନୁଷ୍ୟ ଧାର୍ମିକ ହୋଇପାରେ, ତେବେ ମୁଁ ନିଷ୍ପାପ ଥିଲି। Ver Capítuloପବିତ୍ର ବାଇବଲ6 ଯିହୂଦୀଧର୍ମ ପାଇଁ ମୋର ଏତେ ଅଧିକ ଉଦ୍ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ୱାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମୋଶାଙ୍କ ନିୟମ ପାଳନ କରୁଥିଲି, କେହିହେଲେ ମୋ'ଠାରେ କୌଣସି ଦୋଷ ପାଇ ନ ଥିଲେ। Ver Capítulo |