ଫିଲିପୀୟ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ, Ver Capítuloପବିତ୍ର ବାଇବଲ (Re-edited) - (BSI)9 ପୁଣି, ବ୍ୟବସ୍ଥାପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଦତ୍ତ ବିଶ୍ଵାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ, Ver Capítuloଓଡିଆ ବାଇବେଲ9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ, Ver Capítuloପବିତ୍ର ବାଇବଲ (CL) NT (BSI)9 ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ। Ver Capítuloପବିତ୍ର ବାଇବଲ9 ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି। Ver Capítulo |