ଫିଲିପୀୟ 4:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ। Ver Capítuloପବିତ୍ର ବାଇବଲ (Re-edited) - (BSI)17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ଵାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ। Ver Capítuloଓଡିଆ ବାଇବେଲ17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ । Ver Capítuloପବିତ୍ର ବାଇବଲ (CL) NT (BSI)17 କିନ୍ତୁ ତୁମ୍ଭମାନଙ୍କଠାରୁ କେବଳ ଦାନ ଗ୍ରହଣ କରିବାକୁ ମୁଁ ଚାହେଁ ନାହିଁ; ଏହାର ଫଳରେ ତୁମ୍ଭେମାନେ ଯେପରି ଅଧିକରୁ ଅଧିକ ଲାଭବାନ ହୁଅ, ଏହା ମୋର ଇଚ୍ଛା। Ver Capítuloପବିତ୍ର ବାଇବଲ17 ମୁଁ ତୁମ୍ଭ ଉପହାର ପାଇଁ ଲାଳାୟିତ ନୁହେଁ କିନ୍ତୁ ମୁଁ ଗ୍ଭହେଁ ଯେ, ଦେବା ଦ୍ୱାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ। Ver Capítulo |