La Biblia Online

- Anuncios -




ହିତୋପଦେଶ 1:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 “ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?

Ver Capítulo Copiar

ଓଡିଆ ବାଇବେଲ

22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ?

Ver Capítulo Copiar

ପବିତ୍ର ବାଇବଲ

22 “ହେ ନିର୍ବୋଧଗଣ। କେତେକାଳ ପର୍ଯ୍ୟନ୍ତ ତୁମ୍ଭେ ନିରର୍ଥକ କାର୍ଯ୍ୟ କରିବାକୁ ଭଲ ପାଇବ? କେତେକାଳ ପର୍ଯ୍ୟନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ? ହେ ମୂର୍ଖମାନେ ଆଉ କେତେକାଳ ବିଦ୍ୟାକୁ ଘୃଣା କରିବ?

Ver Capítulo Copiar




ହିତୋପଦେଶ 1:22

Síguenos en:

Anuncios


Anuncios