ହିତୋପଦେଶ 11:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର। Ver Capítuloପବିତ୍ର ବାଇବଲ (Re-edited) - (BSI)20 କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର। Ver Capítuloଓଡିଆ ବାଇବେଲ20 କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର। Ver Capítuloପବିତ୍ର ବାଇବଲ20 ଜଣେ ପ୍ରବଞ୍ଚକ ମନୁଷ୍ୟ ସଦାପ୍ରଭୁଙ୍କ ଦ୍ୱାରା ଘୃଣିତ ହୁଏ, କିନ୍ତୁ ଯିଏ ନିଷ୍ଠାପର ଜୀବନଯାପନ କରେ, ପ୍ରଭୁ ତାକୁ ଭଲ ପାଆନ୍ତି। Ver Capítulo |