ହିତୋପଦେଶ 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ। Ver Capítuloପବିତ୍ର ବାଇବଲ (Re-edited) - (BSI)15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ଵାସଘାତକର ପଥ ରଗଡ଼ା। Ver Capítuloଓଡିଆ ବାଇବେଲ15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ। Ver Capítuloପବିତ୍ର ବାଇବଲ15 ଜଣେ ମନୁଷ୍ୟ ଯିଏ ଭଲ ଉପଦେଶ ଦିଏ ଅନୁଗ୍ରହ ଲାଭ କରେ, କିନ୍ତୁ ପ୍ରତାରକଗଣ ସେମାନଙ୍କୁ ବିପର୍ଯ୍ୟୟକୁ ଆଗେଇ ନିଅନ୍ତି। Ver Capítulo |