ହିତୋପଦେଶ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ। Ver Capítuloପବିତ୍ର ବାଇବଲ (Re-edited) - (BSI)5 କର୍ମଶୀଳର ସଙ୍କଳ୍ପରୁ କେବଳ ପ୍ରଚୁରତା ଜନ୍ମେ; ମାତ୍ର ପ୍ରତ୍ୟେକ ହଠାତ୍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ। Ver Capítuloଓଡିଆ ବାଇବେଲ5 କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ। Ver Capítuloପବିତ୍ର ବାଇବଲ5 ଚିନ୍ତାଧାରା ଯୋଜନା ଏବଂ କଠିନ କର୍ମ ପ୍ରଚୁରତା ଜନ୍ମାଏ। କିନ୍ତୁ ଦୃଢ଼ ଭାବରେ ଅଳ୍ପକୁ ଅତିଶୀଘ୍ର ଧରେ। କେବଳ ଦାରିଦ୍ର୍ୟ ଆଡ଼କୁ ପଥ ଦେଖାଏ। Ver Capítulo |