ହିତୋପଦେଶ 24:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ। Ver Capítuloଓଡିଆ ବାଇବେଲ14 ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ। Ver Capítuloପବିତ୍ର ବାଇବଲ14 ଠିକ୍ ସେହିପରି ଭାବରେ ଜ୍ଞାନ ତୁମ୍ଭମାନଙ୍କର ପ୍ରାଣ ପାଇଁ ମହୁପରି ଅଟେ। ଯଦି ତୁମ୍ଭେ ଜ୍ଞାନ ଆହରଣ କର, ତେବେ ତୁମ୍ଭର ଭବିଷ୍ୟତ ରହିବ ଏବଂ ତୁମ୍ଭର ଆଶା କେବେ ଶେଷ ହେବ ନାହିଁ। Ver Capítulo |