ହିତୋପଦେଶ 27:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ। Ver Capítuloଓଡିଆ ବାଇବେଲ14 ଯେଉଁ ଲୋକ ଅତି ପ୍ରଭାତରେ ଉଠି ଆପଣା ମିତ୍ରକୁ ଉଚ୍ଚ ରବରେ ଆଶୀର୍ବାଦ କରେ, ତାହାର ସେହି କର୍ମ ତାହା ପ୍ରତି ଅଭିଶାପ ରୂପେ ଗଣିତ ହେବ। Ver Capítuloପବିତ୍ର ବାଇବଲ14 ଜଣେ ଯିଏ “ଅତି ପ୍ରଭାତରୁ” ଆପଣାର ପଡ଼ୋଶୀକୁ ଆଶୀର୍ବାଦ କରେ, ତାର ପଡ଼ୋଶୀ ଏହାକୁ ଆଶୀର୍ବାଦ ବଦଳରେ ଅଭିଶାପ ଭାବେ ଗ୍ରହଣ କରେ। Ver Capítulo |