La Biblia Online

- Anuncios -




ହିତୋପଦେଶ 30:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି “ଦିଅ, ଦିଅ।” ତିନୋଟି ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, “ଯଥେଷ୍ଟ ହେଲା।”

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

15 ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ। ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା।

Ver Capítulo Copiar

ଓଡିଆ ବାଇବେଲ

15 ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି ଦିଅ, ଦିଅ। ତିନିଟା ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, ଯଥେଷ୍ଟ ହେଲା।

Ver Capítulo Copiar

ପବିତ୍ର ବାଇବଲ

15 କେତେକ ଲୋକ ଅଛନ୍ତି ସେମାନେ ସବୁ ନେବାକୁ ଗ୍ଭହାନ୍ତି। ସେମାନେ ସର୍ବଦା କହନ୍ତି, “ମୋତେ ଦିଅ, ମୋତେ ଦିଅ।” ଏପରି ତିନୋଟି କଥାରେ ସେମାନେ ଆଦୌ ସନ୍ତୁଷ୍ଟ ନୁହନ୍ତି। ଏବଂ ଚତୁର୍ଥଟି କେବେହେଲେ କହେ ନାହିଁ, “ମୋର ପାଖରେ ଯଥେଷ୍ଟ ଅଛି।”

Ver Capítulo Copiar




ହିତୋପଦେଶ 30:15

Síguenos en:

Anuncios


Anuncios