ହିତୋପଦେଶ 30:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ। Ver Capítuloପବିତ୍ର ବାଇବଲ (Re-edited) - (BSI)4 କିଏ ସ୍ଵର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ। Ver Capítuloଓଡିଆ ବାଇବେଲ4 କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି ? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି ? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି ? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି ? ତାହାଙ୍କର ନାମ କଅଣ ? ତାହାଙ୍କ ପୁତ୍ରର ନାମ କଅଣ ? ଏହା ଯେବେ ଜାଣ, ତେବେ କୁହ। Ver Capítuloପବିତ୍ର ବାଇବଲ4 କିଏ କେବେ ସ୍ୱର୍ଗକୁ ଯାଇଛି ଏବଂ ତଳକୁ ଫେରି ଆସିଛି? କୌଣସି ଲୋକ ତା'ର ମୁଷ୍ଟିରେ ବାୟୁକୁ ଏକତ୍ର କରି ନାହିଁ। କୌଣସି ଲୋକ କପଡ଼ାରେ ସମସ୍ତ ଜଳକୁ ବାନ୍ଧି ନାହିଁ। କୌଣସି ଲୋକ ପୃଥିବୀର ସବୁ ସୀମା ନିରୂପଣ କରି ନାହିଁ। ଯଦି କୌଣସି ଲୋକ ଏହା କରିଛି, ସେ କିଏ? ତାଙ୍କର ପୁତ୍ରର ନାମ କ’ଣ? Ver Capítulo |