ହିତୋପଦେଶ 30:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି। Ver Capítuloପବିତ୍ର ବାଇବଲ (Re-edited) - (BSI)9 ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ଵୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ଵରଙ୍କର ନାମ ମିଥ୍ୟାରେ ନେବି। Ver Capítuloଓଡିଆ ବାଇବେଲ9 ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି। Ver Capítuloପବିତ୍ର ବାଇବଲ9 ଯଦି ମୋର ଆବଶ୍ୟକତାଠାରୁ ଅଧିକ ଥାଏ, ତେବେ ମୁଁ ହୁଏତ ଚିନ୍ତା କରିପାରେ ଯେ, ମୁଁ ପରମେଶ୍ୱରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତେବେ ମୁଁ ଗ୍ଭେରି ହୁଏତ କରିବି ଓ ପରମେଶ୍ୱରଙ୍କ ନାମକୁ ଲଜ୍ଜା ଆଣିବି। Ver Capítulo |