ହିତୋପଦେଶ 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)7 ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ। Ver Capítuloଓଡିଆ ବାଇବେଲ7 ଏହେତୁ ହେ ମୋହର ପୁତ୍ରମାନେ, ମୋ’ କଥା ଶୁଣ ଏବଂ ମୋ’ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ। Ver Capítuloପବିତ୍ର ବାଇବଲ7 ବର୍ତ୍ତମାନ ପୁତ୍ରମାନେ, ମୋର ବାକ୍ୟ ଶ୍ରବଣ କର। ମୋର ବାକ୍ୟ ପାଶୋର ନାହିଁ। Ver Capítulo |