ଗୀତସଂହିତା 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, Ver Capítuloପବିତ୍ର ବାଇବଲ (Re-edited) - (BSI)1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, Ver Capítuloଓଡିଆ ବାଇବେଲ1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, Ver Capítuloପବିତ୍ର ବାଇବଲ1 ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ, ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ, ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ, ସେହି ଲୋକମାନଙ୍କ ସହିତ ତା'ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ, Ver Capítulo |