ଗୀତସଂହିତା 12:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)8 ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି। Ver Capítuloଓଡିଆ ବାଇବେଲ8 ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଅଧମତା ଉଚ୍ଚୀକୃତ ହେବା ବେଳେ ଦୁଷ୍ଟମାନେ ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତି। Ver Capítuloପବିତ୍ର ବାଇବଲ8 ସେହି ଦୁଷ୍ଟ ଲୋକମାନେ ଯଦିଓ ପ୍ରାଧାନ୍ୟ ବିସ୍ତାର କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ଦେଖିବାକୁ ସୁନ୍ଦର ଗହଣା ପରି। ଏହା ବହୁମୂଲ୍ୟ ଭଳି ଜଣା ପଡ଼ିଲେ ବି ପ୍ରକୃତରେ ଏହା ଅତି ଶସ୍ତା ଅଟେ। Ver Capítulo |