ଗୀତସଂହିତା 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର। Ver Capítuloପବିତ୍ର ବାଇବଲ (Re-edited) - (BSI)10 ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର। Ver Capítuloଓଡିଆ ବାଇବେଲ10 ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର। Ver Capítuloପବିତ୍ର ବାଇବଲ10 ଏଣୁ ହେ ରାଜାଗଣ, ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ, ଏହି କଥାକୁ ଶିକ୍ଷା କର। Ver Capítulo |