ଗୀତସଂହିତା 5:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। Ver Capítuloପବିତ୍ର ବାଇବଲ (Re-edited) - (BSI)7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। Ver Capítuloଓଡିଆ ବାଇବେଲ7 ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି; ମୁଁ ତୁମ୍ଭ ଭୟରେ ତୁମ୍ଭ ପବିତ୍ର ମନ୍ଦିର ଆଡ଼େ ପ୍ରଣାମ କରିବି। Ver Capítuloପବିତ୍ର ବାଇବଲ7 କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ, ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି। ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି। Ver Capítulo |