ଗୀତସଂହିତା 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର। Ver Capítuloପବିତ୍ର ବାଇବଲ (Re-edited) - (BSI)8 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋʼ ସମ୍ମୁଖରେ ତୁମ୍ଭର ପଥ ସରଳ କର। Ver Capítuloଓଡିଆ ବାଇବେଲ8 ହେ ସଦାପ୍ରଭୁ, ମୋ’ ଶତ୍ରୁଗଣ ସକାଶୁ ତୁମ୍ଭେ ଆପଣା ଧର୍ମଗୁଣରେ ମୋତେ ପଥ କଢ଼ାଇ ନିଅ; ମୋ’ ସମ୍ମୁଖରେ ତୁମ୍ଭର ପଥ ସରଳ କର। Ver Capítuloପବିତ୍ର ବାଇବଲ8 ହେ ସଦାପ୍ରଭୁ, ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି। ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ, ଓ ମୋର ପଥକୁ ସରଳ କର। Ver Capítulo |