ରୋମୀୟ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି, Ver Capítuloପବିତ୍ର ବାଇବଲ (Re-edited) - (BSI)13 ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ଵାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି; Ver Capítuloଓଡିଆ ବାଇବେଲ13 ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି, Ver Capítuloପବିତ୍ର ବାଇବଲ (CL) NT (BSI)13 ସେମାନଙ୍କ ବାକ୍ୟରେ ମରାତ୍ମକ ଛଳନା, ମୁଖରୁ ମିଥ୍ୟାର ସ୍ରୋତ ପ୍ରବାହିତ, ଓଷ୍ଠାଧର ତଳେ କାଳସର୍ପର ବିଷ। Ver Capítuloପବିତ୍ର ବାଇବଲ13 “ମଣିଷମାନଙ୍କର ମୁହଁ ଖୋଲା କବର ଭଳି ଅଟେ, ସେମାନେ ମିଛ ପାଇଁ ତାଙ୍କ ଜିହ୍ୱାକୁ ବ୍ୟବହାର କରନ୍ତି।” “ସେମାନଙ୍କର କଥା ସର୍ପର ବିଷ ଭଳି ଅଟେ।” Ver Capítulo |