ରୋମୀୟ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ତ ଯଥାର୍ଥ। Ver Capítuloଓଡିଆ ବାଇବେଲ8 ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା ? ଏମାନଙ୍କର ଦଣ୍ଡ ଯଥାର୍ଥ । Ver Capítuloପବିତ୍ର ବାଇବଲ (CL) NT (BSI)8 ଆମ୍ଭେମାନେ କାହିଁକି ନ କହିବା, “ଆସ କୁକର୍ମ କରିବା, ଏଥିରୁ ସୁଫଳ ମିଳିବ?” ମୁଁ ଠିକ୍ ଏଭଳି କଥା କହୁଛି ବୋଲି ଅଭିଯୋଗ କରି କେତେକେ ମୋତେ ଅପମାନିତ କରୁଛନ୍ତି। ସେମାନେ ଏଥିପାଇଁ ଯେଉଁ ଦଣ୍ଡ ପାଇବା କଥା, ନିଶ୍ଚୟ ପାଇବେ। Ver Capítuloପବିତ୍ର ବାଇବଲ8 ଏହି ସମାନ କଥା କହିବା ହେଲା, “ଆମ୍ଭେ ନିଶ୍ଚୟ ମନ୍ଦକାମ କରିବା, କାରଣ ତା’ ଦ୍ୱାରା ଭଲ ଆସିବ।” ଅନେକ ଲୋକ ଆମ୍ଭକୁ ସମାଲୋଚନା କରନ୍ତି ଓ ମିଛରେ କୁହନ୍ତି ଯେ ଆମ୍ଭେ ସେହି ଶିକ୍ଷା ଦେଉଛୁ। ଯେଉଁମାନେ ଏ ଭଳି କଥା କୁହନ୍ତି ସେମାନେ ଠିକ୍ ନୁହନ୍ତି ଓ ସେମାନଙ୍କୁ ଦଣ୍ଡ ଦେବା ଉଚିତ୍। Ver Capítulo |