ରୋମୀୟ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ। Ver Capítuloପବିତ୍ର ବାଇବଲ (Re-edited) - (BSI)10 ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ। Ver Capítuloଓଡିଆ ବାଇବେଲ10 ତେବେ, ତାହା କିପରି ଗଣିତ ହେଲା ? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ । Ver Capítuloପବିତ୍ର ବାଇବଲ (CL) NT (BSI)10 ଏହା କେଉଁ ସମୟରେ ଘଟିଥିଲା? ଅବ୍ରାହମ ସୁନ୍ନତ ହେବା ପରେ ନା, ତା’ ପୂର୍ବରୁ? ପୂର୍ବରୁ, ପରେ ନୁହେଁ। Ver Capítuloପବିତ୍ର ବାଇବଲ10 ଏହା ଘଟିଲା କିପରି? ପରମେଶ୍ୱର ଅବ୍ରହାମଙ୍କୁ ସୁନ୍ନତ ହେବାପରେ ଗ୍ରହଣ କଲେ, ନା ସୁନ୍ନତ ହେବା ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହୋଇ ସାରିଲା ପରେ ଏହା ପ୍ରକୃତରେ ଘଟି ନାହିଁ, କିନ୍ତୁ ସେ ସୁନ୍ନତ ନ ହୋଇଥିଲାବେଳେ ଏହା ଘଟିଛି। Ver Capítulo |