ରୋମୀୟ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)15 କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ। Ver Capítuloଓଡିଆ ବାଇବେଲ15 କାରଣ ମୋଶାଙ୍କ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ମୋଶାଙ୍କ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ । Ver Capítuloପବିତ୍ର ବାଇବଲ (CL) NT (BSI)15 ବ୍ୟବସ୍ଥା ଲଙ୍ଘନ ଦ୍ୱାରା ମନୁଷ୍ୟ ଈଶ୍ୱରଙ୍କ କ୍ରୋଧର ପାତ୍ର ହୁଏ। କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ବ୍ୟବସ୍ଥା ଲଙ୍ଘନର ପ୍ରଶ୍ନ ଉଠୁ ନାହିଁ। Ver Capítuloପବିତ୍ର ବାଇବଲ15 କାରଣ ବ୍ୟବସ୍ଥା ପାଳନ ନ କରିବା ଦ୍ୱାରା ବ୍ୟବସ୍ଥା ପରମେଶ୍ୱରଙ୍କର କ୍ରୋଧ ଆଣିଥାଏ। କିନ୍ତୁ ଯଦି ବ୍ୟବସ୍ଥା ନ ଥା’ନ୍ତା, ତା'ହେଲେ ଅବାଧ୍ୟ ହେବାର ପ୍ରଶ୍ନ ଉଠିବ ନାହିଁ। Ver Capítulo |