ରୋମୀୟ 4:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ପବିତ୍ର ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ବରଙ୍କଠାରେ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା। Ver Capítuloପବିତ୍ର ବାଇବଲ (Re-edited) - (BSI)3 କାରଣ ଶାସ୍ତ୍ର କଅଣ କୁହେ? ଅବ୍ରହାମ ଈଶ୍ଵରଙ୍କଠାରେ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା। Ver Capítuloଓଡିଆ ବାଇବେଲ3 କାରଣ ଶାସ୍ତ୍ର କ'ଣ କୁହେ ? ଅବ୍ରହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା । Ver Capítuloପବିତ୍ର ବାଇବଲ (CL) NT (BSI)3 ଶାସ୍ତ୍ର ଅନୁଯାୟୀ, “ଅବ୍ରାହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଏହି ବିଶ୍ୱାସ ଯୋଗୁଁ ଈଶ୍ୱର ତାଙ୍କୁ ଧାର୍ମିକ ରୂପେ ଗ୍ରହଣ କଲେ।” Ver Capítuloପବିତ୍ର ବାଇବଲ3 ଶାସ୍ତ୍ର କୁହେ, “ଅବ୍ରହାମ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ। ପରମେଶ୍ୱର ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ। ଏହା ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଅବ୍ରହାମ ଧାର୍ମିକ ହେଲେ।” Ver Capítulo |