ରୋମୀୟ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତେବେ, ତାହା ପକ୍ଷରେ ତାହାର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ। Ver Capítuloପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତାହାଙ୍କଠାରେ ବିଶ୍ଵାସ କରେ, ତାହା ପକ୍ଷରେ ତାʼର ବିଶ୍ଵାସ ଧାର୍ମିକତା ବୋଲି ଗଣିତ ହୁଏ। Ver Capítuloଓଡିଆ ବାଇବେଲ5 କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତାହାଙ୍କଠାରେ ବିଶ୍ୱାସ କରେ, ତାହା ପକ୍ଷରେ ତା'ର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ । Ver Capítuloପବିତ୍ର ବାଇବଲ (CL) NT (BSI)5 କିନ୍ତୁ ଯେ ନିଜ ଉପରେ ନିର୍ଭର ନ କରି, ଈଶ୍ୱରଙ୍କଠାରେ ବିଶ୍ୱାସ କରେ, ତା’ର ବିଶ୍ୱାସ ଯୋଗୁଁ ଅପରାଧୀକୁ ଦୋଷମୁକ୍ତ କରୁଥିବା ଈଶ୍ୱର ତାକୁ ଧାର୍ମିକରୂପେ ଗ୍ରହଣ କରନ୍ତି। Ver Capítuloପବିତ୍ର ବାଇବଲ5 କିନ୍ତୁ ଜଣେ ଲୋକ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ଭଳି କାମ କରି ପାରେ ନାହିଁ। ତାହାର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ରହିବା ଉଚିତ୍। ତା'ହେଲେ ପରମେଶ୍ୱର ସେ ଲୋକର ବିଶ୍ୱାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ୱର ମନ୍ଦ ଲୋକକୁ ମଧ୍ୟ ଧାର୍ମିକ କରି ପାରନ୍ତି। Ver Capítulo |