ରୋମୀୟ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)18 ଅତଏବ, ଜଣକର ଅପରାଧର ଫଳ ସ୍ଵରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ତାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ଵରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା। Ver Capítuloଓଡିଆ ବାଇବେଲ18 ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା । Ver Capítuloପବିତ୍ର ବାଇବଲ (CL) NT (BSI)18 ଜଣକର ପାପ ଯେପରି ସମଗ୍ର ମନୁଷ୍ୟ ଜାତିକୁ ଦଣ୍ଡନୀୟ କରାଇଲ. ସେହିପରି ଜଣକର ଧାର୍ମିକତା ସମଗ୍ର ମନୁଷ୍ୟ ଜାତି ପାଇଁ ମୁକ୍ତି ଓ ଜୀବନର ସୁଯୋଗ ଆଣି ଦେଇଛି। Ver Capítuloପବିତ୍ର ବାଇବଲ18 ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ୟୁରେ ଦଣ୍ଡିତ କଲା, ସେହିଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସେହି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦେବ। Ver Capítulo |