ତୀତସ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ, Ver Capítuloପବିତ୍ର ବାଇବଲ (Re-edited) - (BSI)12 ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ, Ver Capítuloଓଡିଆ ବାଇବେଲ12 ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ, Ver Capítuloପବିତ୍ର ବାଇବଲ (CL) NT (BSI)12 ପୁଣି, ତାଙ୍କର ସେହି ଅନୁଗ୍ରହ ଲାଗି ଧର୍ମଭାବଶୂନ୍ୟ ସାଂସାରିକ ଆସକ୍ତିଗୁଡ଼ିକୁ ପରିହାର କରି, ଏହି ଜଗତରେ ଆତ୍ମସଂଯତ, Ver Capítuloପବିତ୍ର ବାଇବଲ12 ସେହି ଅନୁଗ୍ରହ ଆମ୍ଭକୁ ମିଳିଛି। ସେହି ଅନୁଗ୍ରହ ପରମେଶ୍ୱରଙ୍କ ବିରୋଧୀ ନ ହେବା ଓ ସଂସାର ଗ୍ଭହୁଁ ଥିବା ମନ୍ଦକାମ ନ କରିବା ପାଇଁ ଶିକ୍ଷା ଦିଏ। ସେହି ଅନୁଗ୍ରହ ଏହି ସଂସାରରେ ଜ୍ଞାନରେ ଧାର୍ମିକ ଓ ନ୍ୟାୟ ମାର୍ଗରେ ରହିବା ଶିଖାଏ। Ver Capítulo |