୧ ଥେସଲନୀକୀୟ 3:4 - ପବିତ୍ର ବାଇବଲ (CL) NT (BSI)4 ତୁମ୍ଭମାନଙ୍କ ସହିତ ଥିବାବେଳେ, ଆମେ ବହୁ ପୂର୍ବରୁ ଜଣାଇ ଦେଇଥିଲୁ ଯେ, ଆମ୍ଭମାନଙ୍କୁ ନିର୍ଯ୍ୟାତନା ଭୋଗ କରିବାକୁ ହେବ। ଏବେ ତୁମ୍ଭେମାନେ ଜାଣୁଛ ଯେ, ଠିକ୍ ତାହା ହିଁ ଘଟିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)4 କାରଣ ଆମ୍ଭମାନଙ୍କୁ ଯେ କ୍ଳେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି ସେହିପରି ଘଟିଅଛି, ଆଉ ତୁମ୍ଭେମାନେ ତାହା ଜାଣ। Ver Capítuloଓଡିଆ ବାଇବେଲ4 ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୁର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ । Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ। Ver Capítuloପବିତ୍ର ବାଇବଲ4 ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ କହିଥିଲୁ ଯେ, ଆମ୍ଭେ ଅସୁବିଧାଗୁଡ଼ିକର ସମ୍ମୁଖୀନ ହେବାକୁ ବାଧ୍ୟ। ତୁମ୍ଭେମାନେ ଜାଣିଛ ଯେ, ଆମ୍ଭେ ଯେଭଳି କହିଥିଲୁ, ସେହିଭଳି ସବୁ ଘଟିଛି। Ver Capítulo |