୧ ଥେସଲନୀକୀୟ 5:2 - ପବିତ୍ର ବାଇବଲ (CL) NT (BSI)2 କାରଣ ତୁମ୍ଭେମାନେ ଉତ୍ତମ ରୂପେ ଜାଣ ଯେ, ରାତିରେ ଚୋର ପଶିବା ପରି ପ୍ରଭୁଙ୍କ ଦିନ ଆସି ପହଞ୍ଚିବ। Ver Capítuloପବିତ୍ର ବାଇବଲ (Re-edited) - (BSI)2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ। Ver Capítuloଓଡିଆ ବାଇବେଲ2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ । Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ। Ver Capítuloପବିତ୍ର ବାଇବଲ2 କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଗ୍ଭେର ରାତିରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ଯ୍ୟଜନକ ହେବ। Ver Capítulo |