ପ୍ରେରିତ 28:2 - ପବିତ୍ର ବାଇବଲ (CL) NT (BSI)2 ସେଠାକାର ଆଦିମ ଅଧିବାସୀମାନେ ଆମ୍ଭମାନଙ୍କ ପ୍ରତି ସ୍ନେହଭାବ ଦେଖାଇଲେ। ସେତେବେଳେ ବର୍ଷା ପଡ଼ି ଶୀତ ହେଉଥିଲା। ତେଣୁ ସେମାନେ ନିଅାଁ ଜାଳି ଆମମାନଙ୍କୁ ସ୍ୱାଗତ କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)2 ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ। Ver Capítuloଓଡିଆ ବାଇବେଲ2 ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅବ୍ୟର୍ଥନା କଲେ । Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ। Ver Capítuloପବିତ୍ର ବାଇବଲ2 ବହୁତ ଥଣ୍ଡା ଲାଗୁଥିଲା, ଦ୍ୱୀପର ବାସିନ୍ଦାମାନେ ଆମ୍ଭମାନଙ୍କ ପ୍ରତି ବହୁତ ଦୟା ଦେଖାଇଲେ। ସେମାନେ ଆମ୍ଭପାଇଁ ନିଆଁ ଜଳେଇ ଆମ୍ଭକୁ ସ୍ୱାଗତ କଲେ। Ver Capítulo |