କଲସୀୟ 2:18 - ପବିତ୍ର ବାଇବଲ (CL) NT (BSI)18 ଯେଉଁମାନେ ବିଶେଷ ଦର୍ଶନ, ଛଳ ନମ୍ରତା ଓ ସ୍ୱର୍ଗଦୂତ ପୂଜା ଉପରେ ଗୁରୁତ୍ୱ ଦେଇ ଆତ୍ମବଡ଼ିମା କରନ୍ତି, ସେମାନଙ୍କୁ ଦେଖି ତୁମ୍ଭେମାନେ ନିଜକୁ ହୀନ ମନେ କର ନାହିଁ। ଏହିପରି ଲୋକମାନେ ନିଜର ମାନବୀୟ ଚିନ୍ତା ଦ୍ୱାରା ଅହେତୁକ ଗର୍ବରେ ସ୍ଫୀତ ହୋଇଥାଆନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ଵାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ; Ver Capítuloଓଡିଆ ବାଇବେଲ18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ; Ver Capítuloପବିତ୍ର ବାଇବଲ18 କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି। Ver Capítulo |