ଏଫିସୀୟ 1:10 - ପବିତ୍ର ବାଇବଲ (CL) NT (BSI)10 ସେହି ପରିକଳ୍ପନା ଅନୁଯାୟୀ ସ୍ୱର୍ଗ ଓ ପୃଥିବୀର ସମସ୍ତ ସୃଷ୍ଟ ବିଷୟ ଏକ ହେବ ଓ ଖ୍ରୀଷ୍ଟଙ୍କ ସେ ସବୁର ମସ୍ତକ ସ୍ୱରୂପ ରହିବେ। ଏହି ପରିକଳ୍ପନା ଈଶ୍ୱର ଉପଯୁକ୍ତ ସମୟରେ ସମ୍ପୂର୍ଣ୍ଣ କରିବେ। Ver Capítuloପବିତ୍ର ବାଇବଲ (Re-edited) - (BSI)10 ଯେପରି କାଳର ପୂର୍ଣ୍ଣତା ସମ୍ଵନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ଵର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ। Ver Capítuloଓଡିଆ ବାଇବେଲ10 ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ। Ver Capítuloପବିତ୍ର ବାଇବଲ10 ପରମେଶ୍ୱରଙ୍କର ଯୋଜନା ଥିଲା ଯେ ଉଚିତ୍ ସମୟ ଉପସ୍ଥିତ ହେଲେ, ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ସ୍ୱର୍ଗ ଓ ପୃଥିବୀର ସମସ୍ତ ବସ୍ତୁଗୁଡ଼ିକୁ ଏକତ୍ର କରିବେ ଓ ଖ୍ରୀଷ୍ଟ ତହିଁର ମସ୍ତକ ସ୍ୱରୂପ ହେବେ। Ver Capítulo |