ଏଫିସୀୟ 5:13 - ପବିତ୍ର ବାଇବଲ (CL) NT (BSI)13 ଯେତେବେଳେ ସମସ୍ତ ବିଷୟ ଆଲୋକକୁ ଅଣାଯାଏ, ସେତେବେଳେ ସେଗୁଡ଼ିକର ପ୍ରକୃତ ସ୍ୱରୂପ ପ୍ରକାଶିତ ହୁଏ। Ver Capítuloପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ଯେସମସ୍ତ ବିଷୟର ଦୋଷ ଆଲୋକ ଦ୍ଵାରା ଦେଖାଇ ଦିଆଯାଏ, ସେହିସବୁ ପ୍ରକାଶିତ ହୁଏ, କାରଣ ଯାହାସବୁ ପ୍ରକାଶିତ ହୁଏ, ତାହା ଆଲୋକ। Ver Capítuloଓଡିଆ ବାଇବେଲ13 କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ। Ver Capítuloପବିତ୍ର ବାଇବଲ13 କିନ୍ତୁ ଆଲୋକ ସମ୍ମୁଖରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ। Ver Capítulo |