ଫିଲିପୀୟ 4:21 - ପବିତ୍ର ବାଇବଲ (CL) NT (BSI)21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ସେଠାରେ ଥିବା ସମସ୍ତ ସାଧୁଙ୍କୁ ଅଭିବାଦନ ଜଣାଉଛି। ମୋ’ ସଙ୍ଗରେ ଥିବା ଏ ସ୍ଥାନର ଭାଇମାନେ ତୁମ ସମସ୍ତଙ୍କୁ ଶୁଭେଚ୍ଛା ଜଣାଉଛନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। Ver Capítuloଓଡିଆ ବାଇବେଲ21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। Ver Capítuloପବିତ୍ର ବାଇବଲ21 ଖ୍ରୀଷ୍ଟଙ୍କଠାରେ ପରମେଶ୍ୱରଙ୍କ ପ୍ରତ୍ୟେକ ପବିତ୍ର ଲୋକକୁ ନମସ୍କାର। ମୋ’ ସହିତ ଥିବା ପରମେଶ୍ୱରଙ୍କ ଲୋକମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। Ver Capítulo |