ରୋମୀୟ 3:9 - ପବିତ୍ର ବାଇବଲ (CL) NT (BSI)9 ତେବେ କଅଣ ଇହୁଦୀମାନଙ୍କର ଅବସ୍ଥା ଅଣଇହୁଦୀମାନଙ୍କଠାରୁ ଅଧିକ ଭଲ? ଆଦୌ ନୁହେଁ। ମୁଁ ଆଗରୁ ଦର୍ଶାଇଛି ଯେ, ଉଭୟେ ଇହୁଦୀ ଓ ଅଣଇହୁଦୀ ପାପର କବଳରେ ଅଛନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)9 ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ; କାରଣ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ, Ver Capítuloଓଡିଆ ବାଇବେଲ9 ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ, Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ, Ver Capítuloପବିତ୍ର ବାଇବଲ9 ସେଥିପାଇଁ ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେ ଯିହୂଦୀଗଣ କ’ଣ ଭଲ? ନା। ଯିହୂଦୀ ଓ ଅଣଯିହୂଦୀ ସମସ୍ତେ ସମାନ ବୋଲି ଆମ୍ଭେ ଆଗରୁ କହି ସାରିଛୁ। ସେମାନେ ସମସ୍ତେ ନିଜ ନିଜ ପାପ ପାଇଁ ଦୋଷୀ। Ver Capítulo |